Videos
|
Odisha

ହିତାଧିକାରୀଙ୍କୁ ମିଳୁଥିବା ଚାଉଳର ୨୦ ପ୍ରତିଶତ ମିଳିବ ଗହମ

Rashmita Mishra
Browse all articles by Rashmita Mishra
·2 years ago
ହିତାଧିକାରୀଙ୍କୁ ମିଳୁଥିବା ଚାଉଳର ୨୦ ପ୍ରତିଶତ ମିଳିବ ଗହମ

ଅର୍ଗସ ବ୍ୟୁରୋ: ପୁଣି ଥରେ ରାସନକାର୍ଡ ହିତାଧିକାରୀଙ୍କୁ ଚାଉଳ ସହ ମିଳିବ ଗହମ । ହିତାଧିକାରୀଙ୍କୁ ମିଳୁଥିବା ଚାଉଳର ୨୦ ପ୍ରତିଶତ ଗହମ ଦେବାକୁ କେନ୍ଦ୍ର ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ନିକଟରେ ଦାବି କରିଥିବା କହିଛନ୍ତି ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ମନ୍ତ୍ରୀ କହିଛନ୍ତି ଓଡ଼ିଶା ଲୋକଙ୍କ ଗହମ ଚାହିଦାକୁ ଦୃଷ୍ଟିରେ ରଖି ଦାବି ରଖିଛି । ତେବେ ଅଧିକ ଚାଉଳ ଦେବାକୁ କେନ୍ଦ୍ରକୁ ଦାବି କରି ଗହମ ଯୋଗାଣକୁ ବନ୍ଦ କରି ଦିଆ ଯାଇଥିଲା । ସେବେକାର ବିଜେଡି ସରକାର ଗହମକୁ ବନ୍ଦ କରି ରାସନ କାର୍ଡ ହିତାଧିକାରୀଙ୍କୁ କେବଳ ଚାଉଳ ଯୋଗାଇ ଦେଉଥିଲେ ।

ଅଧିକ ପଢନ୍ତୁ ଓଡିଶା ଖବର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: