Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - ପଦ୍ମ ସମ୍ମାନରେ ସମ୍ମାନିତ ଓଡିଶାର କୃତି ସନ୍ତାନଙ୍କୁ ଦିଆଯିବ ୨୫ ହଜାର

Odisha

ପଦ୍ମ ସମ୍ମାନରେ ସମ୍ମାନିତ ଓଡିଶାର କୃତି ସନ୍ତାନଙ୍କୁ ଦିଆଯିବ ୨୫ ହଜାର

Smruti Parija
Browse all articles by Smruti Parija
·2 years ago
ପଦ୍ମ ସମ୍ମାନରେ ସମ୍ମାନିତ ଓଡିଶାର କୃତି ସନ୍ତାନଙ୍କୁ ଦିଆଯିବ ୨୫ ହଜାର

ଭୁବନେଶ୍ବର: ପଦ୍ମ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ । ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ବିତ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ମିଳିଥାଏ । ପଦ୍ମ ପୁରସ୍କାରପ୍ରାପ୍ତ କୃତୀ ସନ୍ତାନ ମାନେ ସେମାନଙ୍କ ପ୍ରତିଭା ଓ ସେବା କାର୍ଯ୍ୟ  ଦ୍ୱାରା ଓଡିଶାର ଗୌରବ ବୃଦ୍ଧି କରିଛନ୍ତି ।

୧୩ ଟି ଜିଲ୍ଲାରେ ୨୨ ଟି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ସମାଜକୁ ସେମାନଙ୍କ ବଳିଷ୍ଠ ଅବଦାନର ସ୍ବୀକୃତି ସ୍ବରୂପ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କ ସମ୍ମାନାର୍ଥେ ମାସକୁ ୨୫ ହଜାର ଟଙ୍କା ଲେଖାଏ ଅର୍ଥ ସମ୍ମାନ ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଚଳିତ ବର୍ଷ ଅପ୍ରେଲ ମାସ ଠାରୁ ଏହି ସମ୍ମାନ  ରାଶି ପ୍ରଦାନ କରାଯିବ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Painting
Sponsored
25 thousand will be given to the children of Odisha honored with Padma-samman | Argus News