ଅଜଣା ଗାଡ଼ି ଧକ୍କାରେ ୩ ମୃତ
·2 years ago

ଅର୍ଗସ ବ୍ୟୁରୋ: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ୩ ଜୀବନ । ଝାରସୁଗୁଡ଼ା ଜିଲ୍ଲା ବେଲପାହାଡ ଗଉରପଡା ନିକଟ ଜାତୀୟ ରାଜପଥ-49ରେ ଦୁର୍ଘଟଣା ଘଟି ୩ଜଣଙ୍କ ମୃତ୍ୟୁ ହୋଇଛି । ବାଇକ୍କୁ ଧକ୍କା ଦେଇ ଅଜଣା ଗାଡ଼ି ଫେରାର ହୋଇଯାଇଛି । ଘଟଣାସ୍ଥଳରେ 3 ଜଣଙ୍କ ମୃତ୍ୟୁ ହୋଇଛି ।
ବେଲପାହାଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଦୁର୍ଘଟଣା ଘଟାଇଥିବା ଅଜଣା ଗାଡି ସମ୍ପର୍କରେ ମଧ୍ୟ ତଦନ୍ତ ଚାଲିଥିବା ସୂଚନା ଦେଇଛି ପୋଲିସ।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: