|
logo
Live

Argus News - ମର୍ମନ୍ତୁଦ ସଡକ ଦୁର୍ଘଟଣା, ୩ ମୃତ

Odisha

ମର୍ମନ୍ତୁଦ ସଡକ ଦୁର୍ଘଟଣା, ୩ ମୃତ

Banajyotshna Ray
Browse all articles by Banajyotshna Ray
·2 years ago
ମର୍ମନ୍ତୁଦ ସଡକ ଦୁର୍ଘଟଣା, ୩ ମୃତ

ଅର୍ଗସ ବ୍ୟୁରୋ: ସଡ଼କ ଦର୍ଘଟଣାରେ ଚାଲିଗଲା ୩ ଜଣଙ୍କ ଜୀବନ । ଭଦ୍ରକ 16 ନଂ ଜାତୀୟ ରାଜପଥରେ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ 3 ଜଣ ଯୁବକଙ୍କ ଶୋଚନୀୟ ମୃତ୍ୟୁ ହୋଇଛି । ରାଣୀତାଲ ଛକ ନିକଟରେ ଏକ ଅଜଣା ଟ୍ରକ ଏକ ବାଇକ୍‌କୁ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ 3 ଜଣଙ୍କ ଜୀବନ ଚାଲି ଯାଇଛି । ୩ ଜଣ ଯୁବକ ବାଲେଶ୍ବର ଯାଉଥିବା ବେଳେ ଟ୍ରକଟି କଟକରୁ ବାଲେଶ୍ୱର ଆଡକୁ ଯିବା ସମୟରେ ବାଇକ୍‌କୁ ଧକ୍କା ଦେଇଥିଲା । ମୃତ ଯୁବକ ପରିଚୟ ମିଳିପାରିନାହିଁ ।  ଘଟଣାସ୍ଥଳରେ ଗ୍ରାମାଞ୍ଚଳ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ମର୍ମନ୍ତୁଦ ସଡକ ଦୁର୍ଘଟଣା, ୩ ମୃତ | Argus News