Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଟ୍ରକ୍‌ ଧକ୍କାରେ ୩ ବାଇକ ଆରୋହୀ ଯୁବକଙ୍କ ମୃତ୍ୟୁ

Banajyotshna Ray
Browse all articles by Banajyotshna Ray
·2 years ago
ଟ୍ରକ୍‌ ଧକ୍କାରେ ୩ ବାଇକ ଆରୋହୀ ଯୁବକଙ୍କ ମୃତ୍ୟୁ

ଅର୍ଗସ ବ୍ୟୁରୋ:  ଅନୁଗୁଳରେ ଟ୍ରକ୍‌ ଧକ୍କାରେ ୩ ବାଇକ ଆରୋହୀ ଯୁବକଙ୍କ ମୃତ୍ୟୁ । ଏନ୍ଏଚ୍ ୫୫ ପଞ୍ଚମହଲା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ୩ ଯୁବକ ବାଇକରେ ଯାଉଥିବା ବେଳେ ଧକ୍କା ଦେଲା ଟ୍ରକ  । ମୃତ ତିନି ଯୁବକ ଡେରେଜାଙ୍ଗ ଗାଁର ଛୋଟୁ ପ୍ରଧାନ , ରାଜେନ୍ଦ୍ର ପ୍ରଧାନ , କୃପା ପ୍ରଧାନ । ଘଟଣାକୁ ନେଇ ଉତ୍ତେଜନା ଦେଖା ଦେଇଛି । ଉତ୍ତ୍ୟକ୍ତ ଲୋକଙ୍କ ଦ୍ୱାରା ଜାତୀୟ ରାଜପଥ ଅବରୋଧ କରା ଯାଇଛି ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
3 died in bike accident | Argus News