ଡେବ୍ରିଗଡ଼ ପାଇଁ ୩ ଓ ଶିମିଳିପାଳ ପାଇଁ ୨ ମହାବଳ ବାଘ ଆସିବେ
·2 years ago

ଭୁବନେଶ୍ବର: ଓଡ଼ିଶାକୁ ଅଣାଯିବ ୫ ମହାବଳ ବାଘ । ଡେବ୍ରିଗଡ଼ ଅଭୟାରଣ୍ୟ ପାଇଁ ୩ ଓ ଶିମିଳିପାଳ ପାଇଁ ୨ ବାଘ ଆସିବେ । ଅଗଷ୍ଟ ଶେଷ ସୁଦ୍ଧା ଡେବ୍ରିଗଡ଼ ପାଇଁ ମହାରାଷ୍ଟ୍ର, ମଧ୍ୟପ୍ରଦେଶରୁ ଆସିବେ । ଅକ୍ଟୋବର ଶେଷ ସୁଦ୍ଧା ଶିମିଳିପାଳ ପାଇଁ ମଧ୍ୟପ୍ରଦେଶ, ମହାରାଷ୍ଟ୍ରରୁ ଆସିବେ ମହାବଳ ବାଘ । ଏନେଇ ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: