Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

Cabinet Meeting / ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ ରାଜ୍ୟ କ୍ୟାବିନେଟ୍‌ରେ ଅନୁମୋଦନ

Rashmita Mishra
Browse all articles by Rashmita Mishra
·6 months ago·1 min read
ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ ରାଜ୍ୟ କ୍ୟାବିନେଟ୍‌ରେ ଅନୁମୋଦନ
Cabinet Meeting

Key Points

ବୈଠକ ଶେଷରେ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ସୂଚନା । 
ବୈଠକରେ ୭ଟି ବିଭାଗର ୧୦ଟି ପ୍ରସ୍ତାବ ଅନୁମୋଦନ ଲାଭ କରିଛି । 
ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ ରାଜ୍ୟ କ୍ୟାବିନେଟ୍‌ରେ ଅନୁମୋଦନ । 

ରାଜ୍ୟ କ୍ୟାବିନେଟର ୩୩ ତମ ବୈଠକ ଶେଷ । ବୈଠକ ନେଇ ମୁଖ୍ୟ ଶାସନ ସଚିବଙ୍କ ସୂଚନା । ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ କ୍ୟାବିନେଟ୍ ମୋହର । ବରପୁତ୍ରମାନଙ୍କ ଗାଁରେ ତିଆରି ହେବ ପ୍ରତିମୂର୍ତ୍ତି ଓ ସଂଗ୍ରହାଳୟ । ପ୍ରଥମ ପର୍ଯ୍ୟାୟରେ ୨୬ ବରପୁତ୍ରଙ୍କ ଗାଁରେ ଯୋଜନା ଆରମ୍ଭ । ପ୍ରତି ବରପୁତ୍ର ଐତିହ୍ୟ ଗ୍ରାମ୍ୟ ପାଇଁ ୧୫ କୋଟି ଟଙ୍କା ମଂଜୁର ।

ଏଥିସହ ପଢ଼ନ୍ତୁ: ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ହେଲେ ଅନୁ ଗର୍ଗ

ମୁଖ୍ୟମନ୍ତ୍ରୀ ଶକ୍ତିବିକାଶ ଯୋଜନା- ସ୍ମାର୍ଟ ମିଟର । ସଂଯୋଗର ୧ମ ପର୍ଯ୍ୟାୟକୁ ଅନୁମୋଦନ । ରାଜ୍ୟର ୫ଟି ଆଇଟିଆଇକୁ ଉତ୍କର୍ଷ ଆଇଟିଆଇରେ ପରିଣତ କରାଯିବ । ରାଜ୍ୟର ୫ଟି ଆଇଟିଆଇକୁ ଉତ୍କର୍ଷ ଆଇଟିଆଇ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା ବୈଠକ । ବୈଠକରେ ୭ ଟି ବିଭାଗର ୧୦ ଟି ପ୍ରସ୍ତାବ ଆଗତ ସହ ସମସ୍ତ ପ୍ରସ୍ତାବ ଅନୁମୋଦନ ଲାଭ କରିଥିଲା

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Cabinet Meeting | 33rd State Cabinet Meeting Concludes Successfully | Argus News