Videos
|
Odisha

ଆସନ୍ତା ୨୪ ତାରିଖରେ ମିଳିବ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

Swayangprajna Mishra
Browse all articles by Swayangprajna Mishra
·1 year ago
ଆସନ୍ତା ୨୪ ତାରିଖରେ ମିଳିବ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

ଅର୍ଗସ ବ୍ୟୁରୋ : ଆସନ୍ତା ୨୪ ତାରିଖରେ ମିଳିବ ସୁଭଦ୍ରା ଟଙ୍କା । ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ପାଇବେ ହିତାଧିକାରୀ । ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଯିବ ସୁଭଦ୍ରା ଟଙ୍କା ।

ସୁନ୍ଦରଗଡ଼ରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ତୃତୀୟ ପର୍ଯ୍ୟାୟ ଟଙ୍କା ଦିଆଯିବ । ଅବଶିଷ୍ଟ ହିତାଧିକାରୀ ଡିସେମ୍ବରରେ ପାଇବେ ଟଙ୍କା । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ଅନ୍ୟ କେନ୍ଦ୍ରମନ୍ତ୍ରୀମାନେ ଉପସ୍ଥିତ ରହିବେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
3rd phase subhadra rupees will be credited to account on 24 november | Argus News