Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଓଡିଶାରେ ପହଞ୍ଚିଲେଣି 4 ରାଜ୍ୟର ମୁଖ୍ୟମନ୍ତ୍ରୀ

Odisha

ଓଡିଶାରେ ପହଞ୍ଚିଲେଣି 4 ରାଜ୍ୟର ମୁଖ୍ୟମନ୍ତ୍ରୀ

Smruti Parija
Browse all articles by Smruti Parija
·1 year ago
ଓଡିଶାରେ ପହଞ୍ଚିଲେଣି 4 ରାଜ୍ୟର ମୁଖ୍ୟମନ୍ତ୍ରୀ

ଅର୍ଗସ ବ୍ୟୁରୋ:  ଶପଥ ଗ୍ରହଣ ଉତ୍ସବରେ ୯ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗ ଦେବେ । ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମୀ, ତ୍ରିପୁରା ମୁଖ୍ୟମନ୍ତ୍ରୀ ମାନିକ ଶାହ, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା, ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଓ ହରିଆଣାର ମୁଖ୍ୟମନ୍ତ୍ରୀ ନାୟବ ସିଂ ସାଇନି ଯୋଗ ଦେବେ ।

ବର୍ତ୍ତମାନ 4 ରାଜ୍ୟର ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିଛନ୍ତି । ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହ, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ପହଞ୍ଚିଛନ୍ତି । 

ଆହୁରି ପଢନ୍ତୁ ଓଡିଶା ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
4 chief ministers of the state have reached Odisha | Argus News