Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ରେଳ ଟ୍ରାକ୍‌ରେ ୪ ମୃତଦେହ ଠାବ 

Manini Pattanayak
Browse all articles by Manini Pattanayak
·2 years ago
ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ରେଳ ଟ୍ରାକ୍‌ରେ ୪ ମୃତଦେହ ଠାବ 

 ସୁନ୍ଦରଗଡ:  ୪ଜଣଙ୍କୁ ହତ୍ୟାକରି ଫିଙ୍ଗିଦେଲେ  । ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ରେଳ ଟ୍ରାକ୍‌ରେ ୪ ମୃତଦେହ ଠାବ । ବିମଳାଗଡ଼-କିରିବୁରୁ ରେଳ ଟ୍ରାକ୍‌ ପାଖରେ ପଡ଼ିଛି ୪ ମୃତଦେହ ।

୨ଟି ମୃତଦେହ ଅଖା ଭିତରେ, ଆଉ ୨ଟି ଖଣ୍ଡ ବିଖଣ୍ଡିତ ଅବସ୍ଥାରେ ପଡ଼ିଛି । ୪ ମୃତକଙ୍କ ମଧ୍ୟରେ ୨ ଜଣ ଶିଶୁ, ଜଣେ ମହିଳା ଓ ଜଣେ ପୁରୁଷ । ଟ୍ରାକ୍‌ରେ ମୃତଦେହ ଠାବ ହେବା ପରେ ଜିଆରପି ପକ୍ଷରୁ ତନାଘନା  ।

ଅଧିକ ପଢନ୍ତୁ ଓଡ଼ିଶା ଖବର 
 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
4 dead bodies will be dumped on the Odisha-Jharkhand border railway track | Argus News