Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବନକଲାଗି ନୀତି ପାଇଁ ଶ୍ରୀମନ୍ଦିରରେ ଆଜି ୪ଘଣ୍ଟା ଦର୍ଶନ ବନ୍ଦ

Ritu Das
Browse all articles by Ritu Das
·2 years ago
ବନକଲାଗି ନୀତି ପାଇଁ ଶ୍ରୀମନ୍ଦିରରେ ଆଜି ୪ଘଣ୍ଟା ଦର୍ଶନ ବନ୍ଦ

ଅର୍ଗସ ବ୍ୟୁରୋ: ଆଜି ଚାରିଘଣ୍ଟା ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ବା ଶ୍ରୀମୁଖ ଶୃଙ୍ଗାର ନୀତି ପାଇଁ ଦର୍ଶନ ବନ୍ଦ।  ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । 

ରାତି ୮ଟା ପରେ ଆରମ୍ଭ ହେବ ସର୍ବସାଧାରଣଙ୍କ ଦର୍ଶନ ବ୍ୟବସ୍ଥା। ଏନେଇ ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
4-hour darshan | Argus News