Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ବୋରଓ୍ବେଲ ଗାଡ଼ି ଚାପାରେ ୪ ଶ୍ରମିକ ମୃତ

Odisha

ବୋରଓ୍ବେଲ ଗାଡ଼ି ଚାପାରେ ୪ ଶ୍ରମିକ ମୃତ

Ritu Das
Browse all articles by Ritu Das
·2 years ago
ବୋରଓ୍ବେଲ ଗାଡ଼ି ଚାପାରେ ୪ ଶ୍ରମିକ ମୃତ

ଅର୍ଗସ ବ୍ୟୁରୋ: ବରଗଡ଼ ଜିଲ୍ଲା ମେଲଛାମୁଣ୍ଡା ଥାନା ବିର୍ଜାମ ଗାଁରେ ଅଭାବନୀୟ ଘଟଣା ଘଟିଛି। ଶ୍ରମିକଙ୍କ ଉପରେ ମାଡ଼ିଗଲା ବୋରୱେଲ୍ ଗାଡ଼ି। ଗାଡ଼ି ତଳେ ଶୋଇଥିବା ବେଳେ ୪ ଜଣଙ୍କ ଉପରେ ମାଡ଼ିଗଲା ଏହି ବୋରୱେଲ୍ ଗାଡ଼ି। 

ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଜଣଙ୍କର ଅବସ୍ଥା ଗୁରୁତର ରହିଛି। ଗୁରୁତରଙ୍କୁ ନିକଟସ୍ଥ ହସ୍ପିଟାଲରେ ଚିକିତ୍ସା ଜାରି ରହିଛି। ତେବେ ମୃତ୍ୟୁବରଣ କରିଥିବା ସମସ୍ତ ୪ ଜଣଙ୍କ ଘର ମଧ୍ୟପ୍ରଦେଶର ହୋଇଥିବା ସୂଚନା ମିଳିଛି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
4 labour died | Argus News