Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ସୁରକ୍ଷାକର୍ମୀଙ୍କ ଗୁଳିରେ ୫ ମାଓବାଦୀ ନିହତ

Odisha

ସୁରକ୍ଷାକର୍ମୀଙ୍କ ଗୁଳିରେ ୫ ମାଓବାଦୀ ନିହତ

Rashmita Mishra
Browse all articles by Rashmita Mishra
·1 year ago
ସୁରକ୍ଷାକର୍ମୀଙ୍କ ଗୁଳିରେ ୫ ମାଓବାଦୀ ନିହତ

ଅର୍ଗସ ବ୍ୟୁରୋ: ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୫ ମାଓବାଦୀ ନିହତ । କାଙ୍କେର-ନାରାୟଣପୁର ସୀମା ଅବୁଝମଧ ଜଙ୍ଗଲରେ ଏନକାଉଣ୍ଟର । ମାଓବାଦୀଙ୍କ ଗୁଳିରେ ୨ ଯବାନ ଆହତ, ରାୟପୁରକୁ ଏୟାରଲିଫ୍ଟ ହୋଇଛନ୍ତି । ବିପୁଳ ଅସ୍ତ୍ରଶସ୍ତ୍ର ସହ ମାଓ ସାମଗ୍ରୀ ଜବତ, ସର୍ଚ୍ଚ ଅପରେସନ ଜାରି ରହିଛି । 

 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
5 militants were killed in the firing of security guards | Argus News