Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଦୁଇ ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗରେ ତିନି ଗିରଫ 

Manini Pattanayak
Browse all articles by Manini Pattanayak
·1 year ago
ଦୁଇ ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗରେ ତିନି ଗିରଫ 

ଅନୁଗୁଳ:  ଦୁଇ ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗରେ ତିନି ଜଣ ଗିରଫ । ଗୋପବନ୍ଧୁ ଉଦ୍ୟାନ ଅଞ୍ଚଳରୁ ୨ ଜଣ ଯୁବତୀଙ୍କୁ କାରରେ ବସାଇ ନେଇ ୫ ଜଣ ଯୁବକ ଦୁଷ୍କର୍ମ କରିଥିବା ଅନୁଗୁଳ ଥାନାରେ ଅଭିଯୋଗ ହୋଇଥିଲା । ପୁଲିସ ତଦନ୍ତ କରି ୩ ଜଣଙ୍କୁ ଗିରଫ କରିଛି । 

ଅଭିଯୁକ୍ତ ବଡ଼ହୀରା ଗାଁର ହୃଦୟ ଚନ୍ଦ୍ର ପ୍ରଧାନ , ଜଗତସିଂହପୁରର ଅସିତ କୁମାର ସାହୁ । ଅନ୍ୟ ଦୁଇଜଣ ଫେରାର ଥିବା ବେଳେ ଗିରଫ ଅଭିଯୁକ୍ତଙ୍କ ନିକଟରୁ ଗୋଟିଏ କାର ଏବଂ ମୋବାଇଲ ଜବତ କରାଯାଇଛି ।  

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
5 youths were charged with misdemeanors by taking 2 young women | Argus News