Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ମଧ୍ୟାହ୍ନ ଭୋଜନ ଖାଇ ୬ ଜଣ ଛାତ୍ରଛାତ୍ରୀ ଅସୁସ୍ଥ

Smruti Parija
Browse all articles by Smruti Parija
·1 year ago
ମଧ୍ୟାହ୍ନ ଭୋଜନ ଖାଇ ୬ ଜଣ ଛାତ୍ରଛାତ୍ରୀ ଅସୁସ୍ଥ

ବାଲେଶ୍ୱର: ମଧ୍ୟାହ୍ନ ଭୋଜନ ଖାଇ ୬ ଜଣ ଛାତ୍ରଛାତ୍ରୀ ଅସୁସ୍ଥ । ସୋର କେଦାରପୁର ପଂଚାୟତ ବାଣୀସିଆ ପ୍ରାଥମିକ ବିଦ୍ୟଳୟରେ ମଧ୍ୟାହ୍ନ ଭୋଜନ ଖାଇ ୬ ଜଣ ଛାତ୍ରଛାତ୍ରୀ ଅସୁସ୍ଥ। ସମସ୍ତଙ୍କୁ ସୋର ଡାକ୍ତରଖାନାରେ ଭର୍ତି କରାଯାଇଛି। ଆଜି ମଧ୍ୟାହ୍ନରେ ୩୫ ଜଣ ପିଲାଙ୍କୁ ମଧ୍ୟାହ୍ନ ଭୋଜନରେ ଅଣ୍ଡା ତରକାରୀ ଓ ଭାତ  ଦିଆଯାଇଥିଲା। ଖାଇବା ପରେ କେତେଜଣ ପିଲାଙ୍କ ପେଟ କାଟିବା ସହ ଛାତିରେ ଯନ୍ତ୍ରଣା ଅନୁଭବ କରି ଅସୁସ୍ଥ ହୋଇପଡିଥିଲେ। ସ୍କୁଲର ଶିକ୍ଷକ ଶିକ୍ଷୟିତ୍ରୀ ଓ କମିଟି ମେମ୍ବର ପିଲାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି ।
 

ଆହୁରି ପଢନ୍ତୁ ଓଡିଶା ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
6 students are sick after eating mid-day-meal-in-balesore-soro | Argus News