Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଡଙ୍ଗା ଓଲଟିବା ଘଟଣା, ୭ ମୃତଦେହ ଉଦ୍ଧାର

Odisha

ଡଙ୍ଗା ଓଲଟିବା ଘଟଣା, ୭ ମୃତଦେହ ଉଦ୍ଧାର

Banajyotshna Ray
Browse all articles by Banajyotshna Ray
·2 years ago
ଡଙ୍ଗା ଓଲଟିବା ଘଟଣା, ୭ ମୃତଦେହ ଉଦ୍ଧାର

ଅର୍ଗସ ବ୍ୟୁରୋ:  ହୀରାକୁଦ ଜଳଭଣ୍ଡାରରେ ଡଙ୍ଗା ଓଲଟିବା ଘଟଣାରେ ଡଙ୍ଗା ବୁଡ଼ିରେ ୭ ମୃତଦେହ ଉଦ୍ଧାର ହୋଇଛି । ଆଜି ସକାଳୁ ୩ ଶିଶୁଙ୍କ ସହ ୬ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଆଉ ଜଣେ ଏବେବି ନିଖୋଜ ଅଛନ୍ତି ।  ଗତକାଲି ଅପରାହ୍ଣରେ ହୀରାକୁଦ ଜଳଭଣ୍ଡାରର ରେଙ୍ଗାଲୀ ଥାନା ଶରଧା ଘାଟରୁ ଅଳ୍ପ ଦୂରରେ ଏକ ଯାତ୍ରୀବାହୀ ଦେଶୀ ଡଙ୍ଗା ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା । ଡଙ୍ଗା‌ରେ ଥିବା ପ୍ରାୟ ୪୩ ଜଣ ଯାତ୍ରୀଙ୍କୁ ଉଦ୍ଧାର କରାଯାଇଥିଲା । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
7 dead bodies were recovered from the sinking of the boat | Argus News