Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଦୁଇଗୋଷ୍ଠୀ ମଧ୍ୟରେ ସଂଘର୍ଷ, ୭ ଗୁରୁତର

Banajyotshna Ray
Browse all articles by Banajyotshna Ray
·2 years ago
ଦୁଇଗୋଷ୍ଠୀ ମଧ୍ୟରେ ସଂଘର୍ଷ, ୭ ଗୁରୁତର

ଅର୍ଗସ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ପ୍ରାକ ନିର୍ବାଚନୀ ହିଂସା । ବେଲଅଣ୍ଟା ଗ୍ରାମରେ ଗ୍ରାମବାସୀ ହୋଲି ଖେଳୁଥିବା ବେଳେ ସେହି ଗ୍ରାମର ସରପଞ୍ଚଙ୍କ ପ୍ରତିନିଧି ଅରୁଣ ନାୟକ ଗ୍ରାମବାସୀଙ୍କୁ ଅଶିଲ୍ଳ ଭାଷାରେ ଗାଳିଗୁଲଜ କରିବା ସହିତ ମାଡ଼ ମାରିଥିଲେ ଫଳରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା । ଏଥିରେ ଉଭୟ ପକ୍ଷରୁ  ୭ ଜଣ ଆହତ ହୋଇଥିଲେ ।

ଘଟଣାକୁ ନେଇ ଉଭୟ ପକ୍ଷରୁ ଥାନାରେ ମାମଲା ହୋଇଥିବା ବେଳେ ଗ୍ରାମରେ ଚାପା ଉତ୍ତେଜନା ରହିଥିବାରୁ ଗ୍ରାମରେ ପୋଲିସ ୨୪ ଘଣ୍ଟା ପ୍ଇତରା ମାରୁଛି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
7 injured in attack | Argus News