Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଘୋଷଣା ହେଲା ୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର

Ritu Das
Browse all articles by Ritu Das
·11 months ago
ଘୋଷଣା ହେଲା ୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର

Key Points

ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର
'ପୁଷ୍କରା' ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ ମନୋନୀତ
ତରଙ୍ଗ ସିନେ ପ୍ରଡକସନ୍ସର 'ପୁଷ୍କରା'ଶ୍ରେଷ୍ଠ ଓଡ଼ିଆ ଫିଲ୍ମ
ଶୁଭ୍ରାଂଶୁ ଦାଶଙ୍କ ନିର୍ଦ୍ଦେଶିତ 'ପୁଷ୍କରା'ର ମୁଖ୍ୟ ଚରିତ୍ରରେ ସବ୍ୟସାଚୀ ମିଶ୍ର

ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର। 'ପୁଷ୍କରା' ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ ମନୋନୀତ ହୋଇଛି। ତରଙ୍ଗ ସିନେ ପ୍ରଡକସନ୍ସର 'ପୁଷ୍କରା'ଶ୍ରେଷ୍ଠ ଓଡ଼ିଆ ଫିଲ୍ମ। ଶୁଭ୍ରାଂଶୁ ଦାଶଙ୍କ ନିର୍ଦ୍ଦେଶିତ 'ପୁଷ୍କରା'ର ମୁଖ୍ୟ ଚରିତ୍ରରେ ଥିଲେ ସବ୍ୟସାଚୀ ମିଶ୍ର ଦି କେରଳ ଷ୍ଟୋରୀ ପାଇଁ ସୁଦୀପ୍ତୋ ସେନଙ୍କୁ ଶ୍ରେଷ୍ଠ ନିର୍ଦ୍ଦେଶକ ଆଓ୍ବାର୍ଡ ମିଳିଛି ମିଳିଥିବାବେଳେ ସାନ୍ୟା ମାଲହୋତ୍ରାଙ୍କ 'କଟହଲ'କୁ ଶ୍ରେଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଭାବେ ମନୋନୀତ ହୋଇଛି। ସେହିପରି ଶାହରୁଖ ଖାନ୍ ଓ ବିକ୍ରାନ୍ତ ମେସି ଶ୍ରେଷ୍ଠ ଅଭିନେତା ଭାବେ ମନୋନୀତ ହୋଇଛନ୍ତି।


`ଯବାନ' ପାଇଁ ଶାହରୁଖ ଖାନ୍‌ ଶ୍ରେଷ୍ଠ ଅଭିନେତା ହୋଇଥିବାବେଳେ 12th ଫେଲ୍ ପାଇଁ ବିକ୍ରାନ୍ତ ମେସି ଶ୍ରେଷ୍ଠ ଅଭିନେତା ଭାବେ ଚୟନ ହୋଇଛନ୍ତି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
71st-national-film-awards-announced | Argus News