Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବିଧାନସଭା ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନର ଅଷ୍ଟମ ଦିନ

Manini Pattanayak
Browse all articles by Manini Pattanayak
·1 year ago
ବିଧାନସଭା ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନର ଅଷ୍ଟମ ଦିନ

 ଭୁବନେଶ୍ୱର:  ବିଧାନସଭା ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନର ଅଷ୍ଟମ ଦିନ। ଗୃହରେ ଜଳ ସଂପଦ, ରାଜସ୍ୱ ବିପର୍ଯ୍ୟୟ ପରିଚାଳନା, ଇସ୍ପାତ ଓ ଖଣି, ଯୋଜନା ଓ  ସଂଯୋଜନା, ବାଣିଜ୍ୟ, ସୂଚନା ଲୋକସମ୍ପର୍କ ଓ ପରିବହନ ଭଳି ଗୁରୁତ୍ବପୂର୍ଣ୍ଣ ବିଭାଗର ରହିଛି  ପ୍ରଶ୍ନକାଳ ।

ଶୂନ୍ୟକାଳରେ ଜାତିଭିତ୍ତିକ ଗଣନା ଓ ସଂରକ୍ଷଣ ପରି ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ଉଠାଇ ପାରନ୍ତି ବିରୋଧୀ। ବିରୋଧୀଙ୍କ ପକ୍ଷରୁ ଆସିପାରେ ମୁଲତବି ପ୍ରସ୍ତାବ । ଅପରାହ୍ନରେ ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚଶିକ୍ଷା ବିଭାଗର ଖର୍ଚ୍ଚ ଦାବି ଉପରେ ହେବ ଆଲୋଚନା । 
ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
8th day of second session of Assembly | Argus News