Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ସବୁଜ ବଦଳରେ ବାଦାମୀ ଡ୍ରେସ୍ ପିନ୍ଧିବେ ୯ମ, ଦଶମ ଛାତ୍ରଛାତ୍ରୀ

Swayangprajna Mishra
Browse all articles by Swayangprajna Mishra
·1 year ago
ସବୁଜ ବଦଳରେ ବାଦାମୀ ଡ୍ରେସ୍ ପିନ୍ଧିବେ ୯ମ, ଦଶମ ଛାତ୍ରଛାତ୍ରୀ

ଅର୍ଗସ ବ୍ୟୁରୋ : ବଦଳିଲା ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ୟୁନିଫର୍ମ । ସବୁଜ ବଦଳରେ ବାଦାମୀ ଡ୍ରେସ୍ ପିନ୍ଧିବେ ଛାତ୍ରଛାତ୍ରୀ। ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀ ପରିଧାନ ଯୋଜନାରେ ମିଳିବ ଡ୍ରେସ୍ । ସବୁ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲକୁ ବଣ୍ଟାଯିବ।

ଅଧିକ ପଢନ୍ତୁ ଓଡିଶା ଖବର

ଗତ ୨୦୨୩ରେ ପୂର୍ବରୁ ଗାଢ ନୀଳ ରଙ୍ଗ ୟୁନିଫର୍ମକୁ ବଦଳାଇ ସବୁଜ ପ୍ୟାଣ୍ଟ ଓ ଚେକ ସାର୍ଟ କରିଥିଲେ । ଏବେ ନୂଆ ସରକାର ଆସିବାପରେ ପୁଣି ବଦଳିବ ୟୁନିଫର୍ମ ରଙ୍ଗ ।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
9th and 10th students will wear brown dress instead of green | Argus News