Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ଜଷ୍ଟିସ ହରିଶ ଟଣ୍ଡନ ହେଲେ ହାଇକୋର୍ଟ ମୁଖ୍ୟ ବିଚାରପତି

Odisha

ଜଷ୍ଟିସ ହରିଶ ଟଣ୍ଡନ ହେଲେ ହାଇକୋର୍ଟ ମୁଖ୍ୟ ବିଚାରପତି

Ritu Das
Browse all articles by Ritu Das
·1 year ago
ଜଷ୍ଟିସ ହରିଶ ଟଣ୍ଡନ ହେଲେ ହାଇକୋର୍ଟ ମୁଖ୍ୟ ବିଚାରପତି

ଜଷ୍ଟିସ ହରିଶ ଟଣ୍ଡନ ହେଲେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି। ସୁପ୍ରିମକୋର୍ଟ କଲେଜିୟମ କଲେ ସୁପାରିଶ। ଏବେ କଲିକତା ହାଇକୋର୍ଟରେ ବିଚାରପତି ଅଛନ୍ତି ଜଷ୍ଟିସ ଟଣ୍ଡନ। ଗତ ଜାନୁଆରୀ 19ରେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂଙ୍କ କାର୍ଯ୍ୟକାଳ ଶେଷ ହେବା ପରଠାରୁ ଖାଲି ପଡ଼ିଥିଲା ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ପଦ।


ଚଳିତ ବର୍ଷ ଜାନୁଆରୀ ୧୯ ତାରିଖରେ ଅବସର ନେଇଥିଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ। ବର୍ତ୍ତମାନ ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ବରେ ଅଛନ୍ତି ଜଷ୍ଟିସ ଅରିନ୍ଦମ ସିହ୍ନା।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Justice-Harish-Tandon-becomes-Chief-Justice-of-High-Court | Argus News