Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ

Ritu Das
Browse all articles by Ritu Das
·1 year ago
ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ

ଅର୍ଗସ ବ୍ୟୁରୋ: ଲଗାଣ ବର୍ଷା ଯୋଗୁଁ ପୋଲ ଉପରେ ଚାଲିଲା ୩ ଫୁଟ ଉଚ୍ଚର ବନ୍ୟା ଜଳ ।  ରାସ୍ତାରେ ଯାନବାହାନ ଚଳାଚଳ ବ୍ୟାହତ। ଢେଙ୍କିକୋଟରୁ ଭୀମକୁଣ୍ଡକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। 

କେନ୍ଦୁଝର ଜିଲ୍ଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ନୂଆପଡା ନିକଟରେ ଥିବା ସୀତାନଦୀର ପୋଲ ଉପରେ ୩ ଫୁଟ ଉଚ୍ଚର ବନ୍ୟାଜଳ ପ୍ରବାହିତ ହୋଉଛି l ଫଳରେ ଏହି ରାସ୍ତାରେ ଗାଡି ଚଳାଚଳ ବ୍ୟାହତ ହୋଇଛି l ପୋଲ ଉପରେ ପାଣି ଚାଲୁଥିବାରୁ ଢେଙ୍କିକୋଟରୁ ଭୀମକୁଣ୍ଡକୁ ଯୋଗାଯୋଗ ବିଛିନ୍ନ ହୋଇ ପଡ଼ିଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
A 3-foot | Argus News