ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ଦାନା
·1 year ago

ଅର୍ଗସ ବ୍ୟୁରୋ : ସୃଷ୍ଟି ହେଲା ବାତ୍ୟା ।ବାତ୍ୟାର ରୂପ ନେଲା ଗଭୀର ଅବପାତ । ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ଦାନା । ପାରାଦୀପ ରାଡାରରେ ବାତ୍ୟାର ଚିତ୍ର ଅନୁମାନ । ସାଟେଲାଇଟ ଚିତ୍ରରେ ଦେଖା ଗଲା ବାତ୍ୟାର ଆଖି । କାଲି ସୁଦ୍ଧା ଭୀଷଣ ବାତ୍ୟାର ରୂପ ନବ ।ଗତ ୬ ଘଣ୍ଟାହେବ ଘଣ୍ଟାପ୍ରତି ୩ କିଲୋମିଟର ଦେଇ ଗତି କରୁଛି । ଅଶାନ୍ତ ହେଉଛି ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ।
ଅଧିକ ପଢନ୍ତୁ : ବୁଧବାର ରାତି, ଗୁରୁବାର ସକାଳ ମଧ୍ୟରେ ଓଡ଼ିଶା ଉପକୂଳରେ ମାଡ଼ ହୋଇପାରେ `ଦାନା’
ପୁରୀ ଏବଂ ସାଗରଦ୍ବୀପ ମଧ୍ୟରେ ଅତିକ୍ରମ କରିବ ବାତ୍ୟା । ଘଣ୍ଟାପ୍ରତି ପବନର ବେଗ ରହିବ ୧୦୦ରୁ ୧୨୦ କିଲୋମିଟର ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: