Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଦର୍ଶ ଆଚରଣ ବିଧିର ଖୋଲାଖୋଲି ଉଲ୍ଲଂଘନ, ବିଜେଡି ମିଶ୍ରଣ ପର୍ବରେ ସରକାରୀ କର୍ମଚାରୀ

Banajyotshna Ray
Browse all articles by Banajyotshna Ray
·2 years ago
ଆଦର୍ଶ ଆଚରଣ ବିଧିର ଖୋଲାଖୋଲି ଉଲ୍ଲଂଘନ, ବିଜେଡି ମିଶ୍ରଣ ପର୍ବରେ ସରକାରୀ କର୍ମଚାରୀ

ଅର୍ଗସ ବ୍ୟୁରୋ:  ଆଦର୍ଶ ଆଚରଣ ବିଧିର ଖୋଲାଖୋଲି ଉଲ୍ଲଂଘନ । ସାଲେପୁରର ବିଜେଡି ବିଧାୟକ ପ୍ରାର୍ଥୀଙ୍କ ମିଶ୍ରଣ ପର୍ବରେ ସରକାରୀ କର୍ମଚାରୀ ଯୋଗ ଦେଇଥିବା ଅଭିଯୋଗ ହୋଇଛି । ସାଲେପୁର ହୋଇଥିବା ବିଜେଡିର ମିଶ୍ରଣ ପର୍ବରେ ରାଟୀଲୋ କଲେଜର କ୍ଳର୍କ ପର୍ଶୁରାମ ଶତପଥୀ, ପିଅନ ରଶ୍ମିରଞ୍ଜନ ପଣ୍ଡା ଉପସ୍ଥିତ ଥିବା ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହାକୁ ନେଇ ବିଜେପି, କଂଗ୍ରେସ ଉଭୟେ ଦୁଇ ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ କମିଶନଙ୍କ ଦ୍ୱାରସ୍ଥ ହେବେ ବୋଲି ଚେତାବନୀ ଦେଇଛନ୍ତି। ଅଲଗା କାମ ପାଇଁ ସେଠାକୁ ଯାଇଥିବା ରାଟିଲୋ କଲେଜର କ୍ଳର୍କ ପର୍ଶୁରାମ ଶତପଥୀ କହିଛନ୍ତି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:


 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
A flagrant violation of the election code of conduct | Argus News