Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଗ୍ରାମୀଣ ଡାକ ସେବକ ପରୀକ୍ଷାରେ ସାର୍ଟିଫିକେଟ୍‌ ଜାଲ୍‌ ନେଇ ରେଡ୍‌ ଜାରି

Banajyotshna Ray
Browse all articles by Banajyotshna Ray
·2 years ago
ଗ୍ରାମୀଣ ଡାକ ସେବକ ପରୀକ୍ଷାରେ ସାର୍ଟିଫିକେଟ୍‌ ଜାଲ୍‌ ନେଇ ରେଡ୍‌ ଜାରି

ଅର୍ଗସ ବ୍ୟୁରୋ:  ସାରା ରାଜ୍ୟରେ ସିବିଆଇ ପକ୍ଷରୁ ବଡ ଧରଣର ରେଡ୍‌ । ଗ୍ରାମୀଣ ଡାକ ସେବକ ପରୀକ୍ଷାରେ ସାର୍ଟିଫିକେଟ୍‌ ଜାଲ୍‌ ନେଇ ରେଡ୍‌ ଜାରି। ରାଜ୍ୟର ବିଭିନ୍ନ ଜିଲ୍ଲାରେ ୬୭ ସ୍ଥାନରେ ରେଡ୍‌ କରୁଛି ସିବିଆଇ। କଳାହାଣ୍ଡି, ନୂଆପଡା, ରାୟଗଡା, ବାଲେଶ୍ୱର, ଭଦ୍ରକ ଅଞ୍ଚଳରେ ରେଡ୍‌ ଚାଲିଛି। ରେଡରେ ସିବିଆଇର ୧୨୨ ଅଫିସରଙ୍କ ସହ ୨୦୪ ଅଫିସର ସାମିଲ ଅଛନ୍ତି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
A massive CBI raid in the state | Argus News