|
logo
Live

Argus News - ରାଜଧାନୀର ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

Odisha

ରାଜଧାନୀର ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

Swayangprajna Mishra
Browse all articles by Swayangprajna Mishra
·1 year ago
ରାଜଧାନୀର ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ବର : ରାଜଧାନୀର ଏକ ଆପାର୍ଟମେଣ୍ଟରେ ଲାଗିଲା ନିଆଁ । ହୁତୁହୁତୁ ହୋଇ ଜଳୁଛି ଆପାର୍ଟମେଣ୍ଟ । ପଟିଆ ଛକର ଏଖ ଆପାର୍ଟମେଣ୍ଟର ୭ମ ମହଲାରେ ଲାଗିଛି ନିଆଁ ।

ଅଧିକ ପଢନ୍ତୁ ଓଡିଶା ଖବର

କେଉଁ ପରିସ୍ଥିତିରେ ଲାଗିଲା ନିଆଁ ତାହାର କାରଣ ଅସ୍ପଷ୍ଟ । ଅଗ୍ନିଶମ ବାହିନୀ ଦ୍ବାରା ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରୀ ରହିଛି । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ରାଜଧାନୀର ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ | Argus News