Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବସ୍‌କୁ ଧକ୍କା ଦେଲା ଟ୍ରକ୍‌, ୨୦ ଆହତ

Manini Pattanayak
Browse all articles by Manini Pattanayak
·2 years ago
ବସ୍‌କୁ ଧକ୍କା ଦେଲା ଟ୍ରକ୍‌, ୨୦ ଆହତ

 ପୁରୀ :  ପୁରୀ ପରିକ୍ରମା ପ୍ରକଳ୍ପ ବୁଲିବାକୁ ଯିବା ବେଳେ ଦୁର୍ଘଟଣା। ଖୋର୍ଦ୍ଧା। ଜାତୀୟ ରାଜପଥରେ ବସ୍‌କୁ ଧକ୍କା ଦେଲା ଟ୍ରକ୍‌, ୨୦ ଆହତ। ବସ୍‌ଟି ରାୟଗଡ଼ା ଜିଲ୍ଲାରୁ ଯାତ୍ରୀଙ୍କୁ ଧରି ପୁରୀ ଅଭିମୁଖେ ଯାଉଥିଲା।


୧୬ନଂ ଜାତୀୟ ରାଜପଥ ଗଡ଼ଖୋର୍ଦ୍ଧା ଛକରେ ଦୁର୍ଘଟଣା ଘଟିଥିବା ସୂଚନା। ୨୦ ଆହତଙ୍କୁ ଉଦ୍ଧାର ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।   

ଅଧିକ ପଢନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
A truck hit a bus on the national highway, 20 injured. The bus was carrying passengers from Rayagada district towards Puri. | Argus News