Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ ,୩୦ ଯାତ୍ରୀ ଆହତ

Ritu Das
Browse all articles by Ritu Das
·2 years ago
ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ ,୩୦ ଯାତ୍ରୀ ଆହତ

ଅର୍ଗସ ବ୍ୟୁରୋ: ସୁନ୍ଦରଗଡ଼ ଟିକାୟତପାଲି ଥାନା ଖମଣ ନିକଟରେ ଦୁର୍ଘଟଣା । ଯାତ୍ରୀବାହି ବସକୁ ଧକ୍କା ଦେଲା ଟ୍ରକ୍ । ଦ୍ରୁତ ଗତିରେ ଆସୁଥିବା ଟ୍ରକ୍ ‘ଅନୁପମା’ ନାମକ ବସଟିକୁ ଧକ୍କା ଦେଇଛି । ଏଥିରେ ୧୦ ଜଣ ଯାତ୍ରୀ ଗୁରୁତର ହୋଇଥିବା ବେଳେ ୩୦ ଜଣ ଆହତ ହୋଇଛନ୍ତି। 

ବସଟି ରାଉରକେଲାରୁ ଭୁବନେଶ୍ୱର ଯାଉଥିବା ବେଳେ ଦୁର୍ଘଟଣା ହୋଇଛି । ଗୁରୁତରଙ୍କୁ ଚିକିତ୍ସା ପାଇଁ ରାଉରକେଲା ଓ ବଣାଇକୁ ପଠାଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
A truck hit a passenger | Argus News