Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ୨ ବାଇକ ଉପରେ ଚଢ଼ିଗଲା ଲୁହାପଥର ବୋଝେଇ ଟ୍ରକ

Odisha

୨ ବାଇକ ଉପରେ ଚଢ଼ିଗଲା ଲୁହାପଥର ବୋଝେଇ ଟ୍ରକ

Ritu Das
Browse all articles by Ritu Das
·2 years ago
୨ ବାଇକ ଉପରେ ଚଢ଼ିଗଲା ଲୁହାପଥର ବୋଝେଇ ଟ୍ରକ

ଅର୍ଗସ ବ୍ୟୁରୋ: ୨ ବାଇକ ଉପରେ ଚଢ଼ିଗଲା ଲୁହାପଥର ବୋଝେଇ ଟ୍ରକ। ଘଟଣା ସ୍ଥଳରେ ଜଣକର ମୃତ୍ୟୁ ହୋଇଥିବାବେଳେ ୩ ଜଣ ଗୁରୁତର ହୋଇଛନ୍ତି। ଘସିପୁରା ଥାନା ଜାତୀୟ ରାଜପଥ ୨୦ ର ଶାଳପଡା ନିକଟରେ କନକମଞ୍ଜରୀ ମହିଳାମହାବିଦ୍ୟାଳୟ ନିକଟରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।

ଆନନ୍ଦପୁରରୁ ଯାଜପୁର ଆଡକୁ ଯାଉଥିବା ଦୁଇ ବାଇକର ଚାରି ଜଣ ଆରୋହୀ ଲୁହାପଥର ବୋଝେଇ ଟ୍ରକରେ ଧକ୍କା ହୋଇଛନ୍ତି। ଫଳରେ ଘଟଣା ସ୍ଥଳରେ ଜଣକର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇ ଆନନ୍ଦପୁର ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ବାଇକ ଆରୋହୀଙ୍କ ପରିଚୟ ମିଳି ପାରିନଥିବା ବେଳେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
A truck loaded | Argus News