Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

କାର୍ଯ୍ୟକ୍ରମରେ ଯୋଗଦେବାକୁ ଯିବା ବେଳେ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ

Banajyotshna Ray
Browse all articles by Banajyotshna Ray
·2 years ago
କାର୍ଯ୍ୟକ୍ରମରେ ଯୋଗଦେବାକୁ ଯିବା ବେଳେ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ

ଅର୍ଗସ ବ୍ୟୁରୋ: ବୌଦ୍ଧ ଜିଲ୍ଲା କଣ୍ଟାମାଳ ଯିବା ବାଟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ । କଣ୍ଟାମାଳରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯିବା ବେଳେ ମନମୁଣ୍ଡା ଗାନ୍ଧୀଛକ ନିକଟରେ ପୁଷ୍ପ ଗୁଚ୍ଛ ଓ ଉପଢୌକନ ଦେଇ ସ୍ୱାଗତ କରିଥିଲେ ବିଜେପି କର୍ମୀ । ପରେ ଡାକବଙ୍ଗଳାରେ କର୍ମୀଙ୍କ ସହ ଆଲୋଚନା କରିଥିଲେ । କେନ୍ଦ୍ର ସରକାରଙ୍କ ସମସ୍ତ ଯୋଜନା କିପରି ଭାବରେ ରାଜ୍ୟର ସମସ୍ତ ହିତାଧିକାରୀ ପାଇପାରିବେ ସେନେଇ ପ୍ରୟାସ ଜାରି ରହିଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
A warm welcome to the Union Education Minister on his way to Kantamal | Argus News