Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଅତର୍କିତ ଭାବେ ଧାରୁଆ ଅସ୍ତ୍ରରେ ହତ୍ୟା କରି ଅଭିଯୁକ୍ତ ଫେରାର

Banajyotshna Ray
Browse all articles by Banajyotshna Ray
·2 years ago
ଅତର୍କିତ ଭାବେ ଧାରୁଆ ଅସ୍ତ୍ରରେ ହତ୍ୟା କରି ଅଭିଯୁକ୍ତ ଫେରାର

ଅର୍ଗସ ବ୍ୟୁରୋ: ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ଥାନା ଦେଢଗାଁରେ ବିଳମ୍ବିତ ରାତ୍ରିରେ ଘରେ ପଶି ଯୁବକଙ୍କୁ ନିର୍ମମ ହତ୍ୟା । ଅତର୍କିତ ଭାବେ ଧାରୁଆ ଅସ୍ତ୍ରରେ ହତ୍ୟା କରି ଅଭିଯୁକ୍ତ ଫେରାର ମାରିଥିବା ଜଣାପଡ଼ିଛି । ମୃତକ ହେଉଛନ୍ତି ଦେଢଗାଁ ଗାଁର ରୁଖାଡ଼ ଥପ୍ପା । ଗାଁରେ ଉତ୍ତେଜନା ପରିସ୍ଥିତି ଦେଖାଦେଇଥିବା ବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଘଟଣା ସ୍ଥଳରେ ସିନ୍ଧେକେଲା ପୋଲିସ ପହଂଚି ଶବକୁ ଜବତ କରିବା ସହ ଅଧିକ ତଦନ୍ତ ଚଲାଇଛି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
A young man was brutally killed by breaking into a house | Argus News