ରିଜର୍ଭ ଅଫିସରେ ଅଘଟଣ , ଟ୍ରେନିଂ ବେଳେ ଚାଲିଗଲା ହୋମଗାର୍ଡଙ୍କ ଜୀବନ
·2 years ago

ଭୁବନେଶ୍ୱର : ଭୁବନେଶ୍ୱର ରିଜର୍ଭ ଅଫିସରେ ଅଘଟଣ। ଟ୍ରେନିଂ ବେଳେ ଚାଲିଗଲା ହୋମଗାର୍ଡଙ୍କ ଜୀବନ। ମୃତ ହୋମଗାର୍ଡ ହେଲେ ବାସୁଦେବ ମାନସିଂ । ରିଫ୍ରେସର କୋର୍ସ ପାଇଁ ଦିଆଯାଉଥିଲା ଟ୍ରେନିଂ। ମୃତଦେହକୁ କ୍ୟାପିଟାଲ ହସ୍ପିଟାଲରେ ରଖାଯାଇଛି।
ଅଧିକ ପଢନ୍ତୁ ଓଡିଶା ଖବର
ବାସୁଦେବ ଏୟାରଫିଲଡ ଥାନାରେ କରୁଥିଲେ ଡ୍ୟୁଟି । ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ସହିଦନଗର ଥାନା ପୋଲିସ ଏନେଇ ତଦନ୍ତ ଜାରି ରଖିଛି ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
