Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ମହିଳା ସରକାରୀ କର୍ମଚାରୀଙ୍କୁ ମିଳିବ ଅଧିକ ୧୦ଦିନ ଛୁଟି

Ritu Das
Browse all articles by Ritu Das
·2 years ago
ମହିଳା ସରକାରୀ କର୍ମଚାରୀଙ୍କୁ ମିଳିବ ଅଧିକ ୧୦ଦିନ ଛୁଟି

ଅର୍ଗସ ବ୍ୟୁରୋ: ମହିଳା ସରକାରୀ କର୍ମଚାରୀଙ୍କୁ ମିଳିବ ଅଧିକ ଛୁଟି। ଏଣିକି ବାର୍ଷିକ ୨୫ ଦିନର ସାମୟିକ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। 

ସରକାରୀ କର୍ମଚାରୀମାନଙ୍କ ପାଇଁ ସାଧାରଣତଃ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଦିଆଯାଉଥିବାବେଳେ ମହିଳା ସରକାରୀ କର୍ମଚାରୀମାନଙ୍କ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ଆଉ ଅଧିକ ୧୦ ଦିନର ଛୁଟି ଘୋଷଣା କରିଛନ୍ତି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored