Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଦୁଇ ଦିନ ପରେ ହ୍ରାସ ପାଇବ ତାତି

Odisha

ଦୁଇ ଦିନ ପରେ ହ୍ରାସ ପାଇବ ତାତି

Ritu Das
Browse all articles by Ritu Das
·1 year ago
ଦୁଇ ଦିନ ପରେ ହ୍ରାସ ପାଇବ ତାତି

ଅର୍ଗସ ବ୍ୟୁରୋ: ଅର୍ଗସ ବ୍ୟୁରୋ: ୨୫ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବା ବେଳେ ୪୦ ଡିଗ୍ରୀ ତଳେ ରହିଥିଲା କଟକ ଓ ଭୁବନେଶ୍ୱରର ତାପମାତ୍ରା । ଦୁଇଟି ପର୍ଯ୍ୟାୟରେ ୨୦ ଦିନର ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଆସିଛି ଆଶ୍ୱସ୍ତିର ଖବର । କାଲିଠୁ ଦିନର ସର୍ବୋଚ୍ଚ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଦୁଇ ଦିନ ପରେ ହ୍ରାସ ପାଇବ ତାତି। 3ରୁ5 ଡିଗ୍ରୀ କମିପାରେ ତାପମାତ୍ରା। ଆଗାମୀ 5 ଦିନ ଧରି ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା। କମିପାରେ ଦିନର ତାପମାତ୍ରା। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରୁ ମିଳିପାରେ ଆଶ୍ବସ୍ତି। 

ଅଧିକ ପଢ଼ନ୍ତୁ ପାଣିପାଗ ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
After two days, | Argus News