Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ପୁଣି ବାଘ ଆତଙ୍କ, କ୍ୟାମେରାରେ କଏଦ୍ ହେଲା ଫଟୋ

Odisha

ପୁଣି ବାଘ ଆତଙ୍କ, କ୍ୟାମେରାରେ କଏଦ୍ ହେଲା ଫଟୋ

Jitendra Dash
Browse all articles by Jitendra Dash
·2 years ago·1 min read
ପୁଣି ବାଘ ଆତଙ୍କ, କ୍ୟାମେରାରେ କଏଦ୍ ହେଲା ଫଟୋ

ଅର୍ଗସ ବ୍ୟୁରୋ : ରାୟଗଡା ଜିଲ୍ଲା ଗୁଣୁପୁର ଗଜପତି ସୀମାନ୍ତରେ ବାଘ ଆତଙ୍କ । କିଛ ଦିନ ଧରି ମହାବଳ ବାଘକୁ ନେଇ ଏହି ଅଞ୍ଚଳରେ ଆତଙ୍କ ଲାଗି ରହିଛି । ଗଜପତି ଜିଲ୍ଲାରେ କିଛି ଦିନ ଧରି ଆର, ଉଦୟଗିରି ଅଞ୍ଚଳରେ ଏହି ବାଘର ଆତଙ୍କ ଦେଖାଦେଇଛି । ଗଜପତି ବନ ବିଭାଗ ଏହି ବାଘକୁ ନେଇ ଜଙ୍ଗଲର ବିଭିନ୍ନ ସ୍ଥାନରେ ଟ୍ରାପ୍ କ୍ୟାମରା ଲଗାଇଥିବା ବେଳେ କ୍ୟାମେରାରେ ଫଟୋ କଏଦ୍ ହୋଇଥିବା ସୁଚନା ମିଳିଛି । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ସୋମବାର ସଂନ୍ଧ୍ୟାରେ ଏହି ମହାବଳ ବାଘ ଗଜପତିର ଆର୍ ଉଦୟଗିରି ସୀମା ଡେଇଁ ରାୟଗଡା ଜିଲ୍ଲାର ସୀମାନ୍ତ ମଧ୍ୟରେ ପ୍ରବେଶ କରିଥିବା ଗଜପତି ବନ ବିଭାଗ ଅନୁମାନ କରିଛି । ଗୁଣୁପୁର ରେଞ୍ଜ  ବନ ବିଭାଗ ସୁଚନା ପାଇବା ପରେ ରାୟଗଡା ଓ ଗଜପତି ସୀମାରେ ଥିବା ପଦ୍ମପୁରର ଡଲମା, ତବଲାଗୁଡା,ତର୍ପାଗୁଡା, ଲିକିଟିପଦର ପାହାଡିଆ ଅଞ୍ଚଳରେ ଥିବା ଗ୍ରାମ ଗୁଡିକୁ ସଜାଗ କରାଇଛି ବନବିଭାଗ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Again the tiger terror, the photo caught on camera | Argus News