Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ

Odisha

ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ

Ritu Das
Browse all articles by Ritu Das
·1 year ago
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ

ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନିକ କାର୍ଯ୍ୟ ଓ ନେତୃତ୍ବ ସମ୍ପର୍କରେ ଏକ ବିସ୍ତୃତ ରିପୋର୍ଟ ପ୍ରଦାନ କରିବା ପାଇଁ କୁହାଯାଇଛି। ମିନାକ୍ଷୀ ନଟରାଜନଙ୍କ ସହ ସମନ୍ବୟ ରକ୍ଷା କରି ତୁରନ୍ତ ଓଡି଼ଶା ଗସ୍ତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। 

ଏଆଇସିସି ସାଧାରଣ ସଂପାଦକ କେ.ସି ବେଣୁଗୋପାଳ ଏ ସମ୍ପର୍କରେ ଚରଣ ଦାସ ମହାନ୍ତଙ୍କୁ ପତ୍ର ଜରିଆରେ ସୂଚନା ଦେଇଛନ୍ତି । ଚଳିତ ବର୍ଷ ଅନୁଷ୍ଠିତ ସାଧାରଣ ନିର୍ବାଚନରେ କଂଗ୍ରେସର ଦୁର୍ବଳ ପ୍ରଦର୍ଶନ ପରେ ଜୁଲାଇ 21 ତାରିଖଠାରୁ ଓଡି଼ଶା ପ୍ରଦେଶ କଂଗ୍ରେସକୁ ଭାଙ୍ଗି ଦିଆଯାଇଛି । ଏହା ବଦଳରେ ଏକ ଷ୍ଟିୟରିଂ କମିଟି ଗଠନ କରାଯାଇଛି। 

ଅଧିକ ପଢ଼ନ୍ତୁ ରାଜନୀତି ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
AICC process | Argus News