Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

କାଲି ସନ୍ଧ୍ୟା 5 ଟାରୁ 25 ତାରିଖ ସକାଳ 9 ଟା ଯାଏଁ ଭୁବନେଶ୍ୱର ବିମାନ ଚଳାଚଳ ବନ୍ଦ

Smruti Parija
Browse all articles by Smruti Parija
·1 year ago
କାଲି ସନ୍ଧ୍ୟା 5 ଟାରୁ 25 ତାରିଖ ସକାଳ 9 ଟା ଯାଏଁ ଭୁବନେଶ୍ୱର ବିମାନ ଚଳାଚଳ ବନ୍ଦ

ଅର୍ଗସ ବ୍ୟୁରୋ:  ଆସନ୍ତାକାଲି ସନ୍ଧ୍ୟା 5 ଟାରୁ 25 ତାରିଖ ସକାଳ 9ଟା ପର୍ଯ୍ୟନ୍ତ ଭୁବନେଶ୍ୱର ବିମାନ ଚଳାଚଳ ବନ୍ଦ । ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି । ଘଣ୍ଟାପ୍ରତି ୧୨ କିମି ବେଗରେ ଗତି କରୁଛି ବାତ୍ୟା 'ଦାନା' । ପାରାଦୀପ ଠାରୁ ୪୨୦ କିମି, ଧାମରାରୁ ୪୫୦ କିମି ଦୂରରେ ରହିଛି । ଉତ୍ତରପଶ୍ଚିମ ଆଡ଼କୁ ଗତି କରି ଆହୁରି ଘନୀଭୂତ ହେବ । କାଲି ସକାଳ ସୁଦ୍ଧା ଦ୍ଭୀଷଣ ବାତ୍ୟାର ରୂପ ନେବ 'ଦାନା' । 


ଭିତରକନିକା-ଧାମରା ମଧ୍ୟରେ ଅତିକ୍ରମ କରିପାରେ ବାତ୍ୟା ଦାନା । କାଲି ରାତିରୁ ୨୫ ସକାଳ ମଧ୍ୟରେ ସ୍ଥଳଭାଗ ଛୁଇଁପାରେ ବାତ୍ୟା । ଲ୍ୟାଣ୍ଡଫଲ୍ ବେଳେ ପବନର ବେଗ ୧୦୦ରୁ ୧୨୦ କିମି ରହିପାରେ । ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ାରେ ପବନର ବେଗ ୧୨୦ କିମି ରହିବ । 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Airport operation will be suspended from 1700 hrs on 24th October to 0900hrs on 25th October due to cyclone DANA | Argus News