Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ବାହାର ରତ୍ନ ଭଣ୍ଡାରର ସମସ୍ତ ଅଳଙ୍କାର ସ୍ଥାନାନ୍ତର ହୋଇଛି: ଅରବିନ୍ଦ ପାଢୀ

Odisha

ବାହାର ରତ୍ନ ଭଣ୍ଡାରର ସମସ୍ତ ଅଳଙ୍କାର ସ୍ଥାନାନ୍ତର ହୋଇଛି: ଅରବିନ୍ଦ ପାଢୀ

Ritu Das
Browse all articles by Ritu Das
·1 year ago
ବାହାର ରତ୍ନ ଭଣ୍ଡାରର ସମସ୍ତ ଅଳଙ୍କାର ସ୍ଥାନାନ୍ତର ହୋଇଛି: ଅରବିନ୍ଦ ପାଢୀ

ଅର୍ଗସ ବ୍ୟୁରୋ: ରତ୍ନଭଣ୍ଡାର ଖୋଲାଯିବା ନେଇ ସମସ୍ତଙ୍କର ଉତ୍ସୁକତା ରହିଥିବା ବେଳେ ରତ୍ନଭଣ୍ଡାର ଭିତରୁ ବାହାରିଛନ୍ତି ଅଧିକୃତ ସଦସ୍ୟ । ବାହାରକୁ ବାହାରିବା ପରେ ପୁରୀ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କହିଛନ୍ତି କି, ଏସଓପି ମୁତାବକ ସମସ୍ତ କାର୍ଯ୍ୟ ହୋଇଛି । 

ଅରବିନ୍ଦ ପାଢୀଙ୍କ କହିବା ମୁତାବକ ବାହାର ରତ୍ନଭଣ୍ଡାରରୁ ଯାହା ବାହାରକୁ ବାହାର କରିବା କଥା ସମସ୍ତ ଜିନିଷ ବାହାର କରାଯାଇ ତାକୁ ଅସ୍ଥାୟୀ ଷ୍ଟ୍ରଙ୍ଗରୁମ ଚେଙ୍ଗଡା ଘରେ ରଖାଯାଇଛି । ଜଷ୍ଟିସ ରଥ ଓ ମେକାପ ସଦସ୍ୟଙ୍କ ସାମ୍ନାରେ ସବୁ ଜିନିଷ ଷ୍ଟ୍ରଙ୍ଗରୁମକୁ ସ୍ଥାନାନ୍ତର କରାଯାଇଛି । ଏହାସହ ସ୍ଥାନାନ୍ତର ହୋଇଥିବା ସମସ୍ତ ଜିନିଷର ତାଲିକା ପ୍ରସ୍ତୁତ କରାଯାଇଛି । ଏବେ ବାହାର ରତ୍ନଭଣ୍ଡାରକୁ ସିଲ୍ କରାଯାଇଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
All the jewels | Argus News