Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବସ୍ତିରେ ୪ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗ

Smruti Parija
Browse all articles by Smruti Parija
·1 year ago
ବସ୍ତିରେ ୪ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗ

Key Points

ରାଉଲକେଲାରେ ପୁଣି ଲଜ୍ଜା । ରଘୁନାଥପାଲି ଥାନା ଅଞ୍ଚଳର ଏକ ବସ୍ତିରେ ୪ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି ।

ସୁନ୍ଦରଗଡ: ରାଉଲକେଲାରେ ପୁଣି ଲଜ୍ଜା । ରଘୁନାଥପାଲି ଥାନା ଅଞ୍ଚଳର ଏକ ବସ୍ତିରେ ୪ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି । ନାବାଳିକାକୁ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ରଘୁନାଥପାଲି ପୁଲିସ ଦୁଷ୍କର୍ମକାରୀକୁ ଗିରଫ କରି କୋର୍ଟଚାଲାଣ କରିଛି । ଗୁରୁବାର ଅପରାହ୍ନରେ ନାବାଳିକା ଜଣକ ଘରେ ଏକାକୀ ରହି ଥିବାର ସୁଯୋଗ ନେଇ ଯୁବକ ଜଣକ ଘରେ ପଶି ଦୁଷ୍କର୍ମ କରିଥିଲା । ପରିବାର ଲୋକଙ୍କ ଅଭିଯୋଗ ଆଧାରରେ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
allegation-of-rape-of-a-4-year-old-girl-in-a-hamlet-under-raghunathpali-police-station-area | Argus News