Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - OPSC ପରୀକ୍ଷା ପ୍ରଶ୍ନପତ୍ରରେ ପୁଣି ତ୍ରୁଟି ହୋଇଥିବା ଅଭିଯୋଗ

Odisha

OPSC ପରୀକ୍ଷା ପ୍ରଶ୍ନପତ୍ରରେ ପୁଣି ତ୍ରୁଟି ହୋଇଥିବା ଅଭିଯୋଗ

Rashmita Mishra
Browse all articles by Rashmita Mishra
·1 year ago
OPSC ପରୀକ୍ଷା ପ୍ରଶ୍ନପତ୍ରରେ ପୁଣି ତ୍ରୁଟି ହୋଇଥିବା ଅଭିଯୋଗ

OPSC ପରିଚାଳିତ ପରୀକ୍ଷା ପ୍ରଶ୍ନପତ୍ରରେ ପୁଣି ତ୍ରୁଟି ହୋଇଥିବା ଅଭିଯୋଗ ହୋଇଛି। ସାମ୍ବାଦିକତା ଏବଂ ଗଣ ଯୋଗାଯୋଗ ପ୍ରଶ୍ନରେ ତ୍ରୁଟି ଥିବା ଅଭିଯୋଗ କରିଛନ୍ତି ପରୀକ୍ଷାର୍ଥୀ। ସେମାନେ ଅଭିଯୋଗ କରିଛନ୍ତି ଯେ, ୧୦୦ ମାର୍କ ପ୍ରଶ୍ନ ବଦଳରେ ରହିଛି ୯୪ ମାର୍କର ପ୍ରଶ୍ନ। ଯାହାକି ପୂର୍ଣ୍ଣସଂଖ୍ୟାଠାରୁ ୬ ମାର୍କ କମ୍‌ ରହିଛି ବୋଲି ପରୀକ୍ଷାର୍ଥୀମାନେ ଅଭିଯୋଗ ଆଣି କ୍ଷୋଭ ପ୍ରକାଶ କରିଛନ୍ତି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
allegations-of-errors-in-opsc-exam-question-paper-again | Argus News