ସ୍ୱାଧୀନତା ସଂଗ୍ରାମୀ ପରିବାରକୁ ମିଳିବ ଭତ୍ତା
·1 year ago

ଭୁବନେଶ୍ୱର: କ୍ରାନ୍ତି ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ ଘୋଷଣା। ସ୍ୱାଧୀନତା ସଂଗ୍ରାମୀ ପରିବାରକୁ ମିଳିବ ଭତ୍ତା । କୁଟୁମ୍ବ ଯୋଜନାରେ ଭତ୍ତା ପ୍ରଦାନ କରିବେ ସରକାର। ଏନେଇ ଖୁବଶୀଘ୍ର ସ୍ୱାଧୀନତା ସଂଗ୍ରାମୀଙ୍କ ପରିବାରକୁ ଚିହ୍ନଟ କରାଯିବ।
ଅଧିକ ପଢନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: