Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ

Rashmita Mishra
Browse all articles by Rashmita Mishra
·1 year ago
ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ

କେନ୍ଦ୍ର ଫୋକସରେ ଓଡ଼ିଶା । ପୁଣି ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଅମିତ ଶାହ । ଆସନ୍ତା ୨୨ ଓ ୨୩ ତାରିଖରେ ଓଡ଼ିଶା ଗସ୍ତର ଆସିବେ କେନ୍ଦ୍ର ଗୃହମନ୍ତ୍ରୀ । ବିଭିନ୍ନ ସରକାରୀ ପ୍ରକଳ୍ପର କରିବେ ଶିଳାନ୍ୟାସ । ୧୦ଟି ଅଗ୍ନିଶମ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ଶାହ । ଏଥିସହ ୨୫ଟି ରାପିଡ୍ ରେସପନ୍ସ୍ ଭେଇକିଲ୍ ର ଶୁଭାରମ୍ଭ କରିବା କାର୍ଯ୍ୟକ୍ରମ ରହିଛି । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଗସ୍ତକୁ ଦୃଷ୍ଟିରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
amit-shah-to-arrive-in-odisha-on-two-day-visit | Argus News