Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଅପରାହ୍ନରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବସିବ ବୈଠକ

Jitendra Dash
Browse all articles by Jitendra Dash
·2 years ago
ଅପରାହ୍ନରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବସିବ ବୈଠକ

ଅର୍ଗସ ବ୍ୟୁରୋ : ଆଜି ଓଡ଼ିଶା ବିଜେପି ନିର୍ବାଚନ କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ । ଅପରାହ୍ନରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବସିବ ବୈଠକ । ସମସ୍ତ ଆସନ ପାଇଁ ଆଲୋଚନା ସହ ସବୁ ସିଟ ପାଇଁ ତନ୍ନ ତନ୍ନ କରି ପରୀକ୍ଷା ନିରୀକ୍ଷା କରାଯିବ । ସବିଶେଷ ରିପୋର୍ଟ କେନ୍ଦ୍ରୀୟ କମିଟି ସଂସଦୀୟ ବୋର୍ଡକୁ ଦିଆଯିବ ବୋଲି କହିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ।  

ଅଧିକ ପଢନ୍ତୁ ଓଡିଶା ଖବର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
An important meeting of Odisha BJP will be held today | Argus News