Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

Banajyotshna Ray
Browse all articles by Banajyotshna Ray
·1 year ago
ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଅର୍ଗସ ବ୍ୟୁରୋ:  ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ହେବ ବୈଠକ । ଯୋଗଦେବେ ସମସ୍ତ ମନ୍ତ୍ରୀ ପରିଷଦର ସଦସ୍ୟ ଓ ବିଭାଗୀୟ ସଚିବ । ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟ ମାରିପାରେ ମୋହର । ତାହା ଉପରେ ସମସ୍ତଙ୍କ ନଜର ରହିଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
An important meeting of the state cabinet will be held today | Argus News