Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା

Banajyotshna Ray
Browse all articles by Banajyotshna Ray
·1 year ago
ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା

ଅର୍ଗସ ବ୍ୟୁରୋ:  ଭୁବନେଶ୍ୱର ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା । ପୀଡ଼ିତା ଓ ନିଲମ୍ବିତ ପୋଲିସ ଅଧିକାରୀଙ୍କର ହେବା ଲାଏ ଡିଟେକ୍ସନ ଟେଷ୍ଟ। ଏନେଇ କୋର୍ଟଙ୍କ ଅନୁମତି ମାଗିଲା କ୍ରାଇମବ୍ରାଞ୍ଚ । ଲାଏ ଡିଟେକ୍ସନ୍ ଟେଷ୍ଟ ପାଇଁ ପୀଡ଼ିତା ରାଜି ହେବାରୁ କ୍ରାଇମବ୍ରାଞ୍ଚ କୋର୍ଟଙ୍କ ଅନୁମତି ମାଗିଥିବା ସୂଚନା ମିଳିଛି। ଅଦାଲତଙ୍କ ଅନୁମତି ପରେ ଏ ନେଇ ପ୍ରକ୍ରିୟା ଆରମ୍ଭ ହେବ। ଭରତପୁର ଥାନାରେ ପହଞ୍ଚିଲେ ପୀଡିତା ଓ ମେଜର।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
An incident of torture of an army officer and his captive in Bharatpur police station | Argus News