Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - କାଠ ଆଣିବାକୁ ଯାଇ ନଦୀରେ ଭାସିଗଲେ ବୃଦ୍ଧା 

Odisha

କାଠ ଆଣିବାକୁ ଯାଇ ନଦୀରେ ଭାସିଗଲେ ବୃଦ୍ଧା 

Manini Pattanayak
Browse all articles by Manini Pattanayak
·2 years ago
କାଠ ଆଣିବାକୁ ଯାଇ ନଦୀରେ ଭାସିଗଲେ ବୃଦ୍ଧା 

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଗୁଣ୍ଡିଚାନାଳୀ ଗାଁ ରାମିଆଳ ନଦୀରୁ ନିଖୋଜ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର। ମୃତ ବୃଦ୍ଧା ଜଣଙ୍କ କାନପୁରା ପଞ୍ଚାୟତ ଅନ୍ତର୍ଗତ ଗୁଣ୍ଡିଚାନାଳୀ ମାଝୀସାହିର ଲୁଡୁ ମାଙ୍କଡ଼ିଆ।

ଲୁଡୁ ଗତ କାଲି ଅପରାହ୍ନ ସମୟରେ କାଠ ଆଣିବାକୁ ନଦୀ ପାର ହୋଇ ଜଙ୍ଗଲକୁ ଯାଇ ନିଖୋଜ ହୋଇ ଯାଇଥିଲେ। ପରିବାର ଲୋକେ ତାଙ୍କୁ ବହୁ ଖୋଜା ଖୋଜି କରି ମଧ୍ୟ ପାଇ ନଥିଲେ। ଆଜି ତାଙ୍କ ମୃତ ଦେହ ନଦୀରେ ଭାସୁଥିବା ନେଇ ସ୍ଥାନୀୟ ଲୋକମାନେ ପୋଲିସକୁ ଖବର ଦେଇଥିଲେ। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ମୃତ ଦେହକୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରିଛନ୍ତି।

ଅଧିକ ପଢନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
An old woman went to get wood and floated in the river | Argus News