Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଣ୍ଡାମାନ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

Ritu Das
Browse all articles by Ritu Das
·2 years ago
ଆଣ୍ଡାମାନ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ଅର୍ଗସ ବ୍ୟୁରୋ: ଆଣ୍ଡାମାନ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ନିକୋବର, ଦକ୍ଷିଣ-ଆଣ୍ଡାମାନ ସାଗର ଦ୍ୱୀପ ଛୁଇଁଲା ମୌସୁମୀ । ସେହିପରି ଜୁନ ୧୫ ବେଳକୁ ମୌସୁମୀ ଓଡିଶା ଛୁଇଁବାର ସମ୍ଭାବନା ରହିଥିବା ଆକଳନ କରାଯାଇଛି । ରାଜ୍ୟରେ ଏବେ ଗ୍ରୀଷ୍ମପ୍ରବାହ ଜାରି ରହିଛି। କାଁଭାଁ କାଳବୈଶାଖୀ ଦେଖିବାକୁ ମିଳୁଛି । 

ସେହିପରି ୨୨ ତାରିଖ ବେଳକୁ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ପରେ ଏହା ଉତର ପୂର୍ବ ଦିଗରେ ଗତି କରିବ । ୨୪ ତାରିଖ ବେଳକୁ ଏହା ଘନିଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଲଘୁଚାପ ସୃଷ୍ଟି ହେବା ପରେ ଏହା ବାତ୍ୟାରେ ପରିଣତ ହେବ କି ନାର୍ହିଁ ତାହା ସ୍ପଷ୍ଟ ହେବ। 

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Andaman was touched | Argus News