Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

Anganwadi / ଅଙ୍ଗନବାଡି ପିଲାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ବଢ଼ିଲା ପୋଷାକ ଖର୍ଚ୍ଚ

Rashmita Mishra
Browse all articles by Rashmita Mishra
·5 months ago
ଅଙ୍ଗନବାଡି ପିଲାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ବଢ଼ିଲା ପୋଷାକ ଖର୍ଚ୍ଚ
Anganwadi children scheme

Key Points

ବଢ଼ିଲା ଅଙ୍ଗନବାଡ଼ି ପିଲାଙ୍କ ପୋଷାକ ଖର୍ଚ୍ଚ
ମାଳତୀ ଦେବୀ ପ୍ରାକ୍ ବିଦ୍ୟାଳୟ ଯୋଜନାରେ ପୋଷାକର ମୂଲ୍ୟ ବଢ଼ାଇଲେ ସରକାର
ଛାତ୍ରଙ୍କ ପୋଷାକ ମୂଲ୍ୟ ୧୦୦ରୁ ବଢ଼ି ୧୭୫ ଟଙ୍କା ହେଲା

ବଢ଼ିଲା ଅଙ୍ଗନବାଡି ପିଲାଙ୍କ ପୋଷାକର ସରକାରୀ ମୂଲ୍ୟ । ମାଳତୀ ଦେବୀ ପ୍ରାକ୍ ବିଦ୍ୟାଳୟ ଯୋଜନାରେ ପ୍ରିସ୍କୁଲ ପିଲାଙ୍କ ପୋଷାକର ମୂଲ୍ୟ ବଢ଼ାଯାଇଛି । ସ୍କୁଲର ପୋଷାକ ଓ ଜୋତା ପାଇଁ ବଢିବ ସରକାରୀ ଖର୍ଚ୍ଚ । ଅଙ୍ଗନବାଡ଼ି ପିଲା ପିନ୍ଧିବେ ଉଚ୍ଚମାନର ୟୁନିଫର୍ମ । ଛାତ୍ରଙ୍କ ପୋଷାକ ମୂଲ୍ୟ ୧୦୦ରୁ ବଢ଼ି ୧୭୫ ଟଙ୍କା ହୋଇଛି ।

ସେହିପରି ଛାତ୍ରୀଙ୍କ ପୋଷାକ ପାଇଁ ଖର୍ଚ୍ଚ ୧୫୦ରୁ ବଢ଼ି ୨୫୦ ଟଙ୍କା ହୋଇଛି ସେହିଭଳି ଜୋତା ପାଇଁ ଖର୍ଚ୍ଚ ୧୦୦ଟଙ୍କାରୁ ବଢ଼ି ୧୫୦ ଟଙ୍କା ହୋଇଛି । ଆଜି ମହିଳା ଓ ଶିଶୁ ବିକାଶ ବିଭାଗ କାର୍ଯ୍ୟକ୍ରମରେ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Anganwadi | Anganwadi | Big Gift for Anganwadi Children: Deputy CM Increases Clothing Allowance | Argus News