Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରେ ଶ୍ରୀମୟୀ ମିଶ୍ର ସାଂସଦ ପ୍ରାର୍ଥୀ ନେଇ ଘୋଷଣା

Banajyotshna Ray
Browse all articles by Banajyotshna Ray
·2 years ago
ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରେ ଶ୍ରୀମୟୀ ମିଶ୍ର ସାଂସଦ ପ୍ରାର୍ଥୀ ନେଇ ଘୋଷଣା

ଅର୍ଗସ ବ୍ୟୁରୋ: ଖୋର୍ଦ୍ଧା ଜିଲ୍ଲା ବିଜେଡ଼ି ସଭାପତି ବିଭୂତି ବଳବନ୍ତରାୟଙ୍କ ଟିକେଟ୍ ଘୋଷଣା । ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରେ ଶ୍ରୀମୟୀ ମିଶ୍ର ସାଂସଦ ପ୍ରାର୍ଥୀ ହେବା ନେଇ ଘୋଷଣା କରିଛନ୍ତି ବିଭୂତି । ଜୟଦେବ ନିର୍ବାଚନ ମଣ୍ଡଳୀ ବାଲିପାଟଣା ବ୍ଲକ ବନମାଳିପୁର ତ୍ରିବେଣୀ ମହୋତ୍ସବରେ ଅତିଥି ଭାବେ ଯୋଗଦେଇ ସେ ଏକଥା କହିଛନ୍ତି । ଏଠି ପ୍ରଶ୍ନ, ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟିକେଟ୍ ଘୋଷଣା କରିନଥିବା ବେଳେ ବିଭୂତି କେମିତି କଲେ ଟିକେଟ୍ ଘୋଷଣା ? ।... ରାଜ୍ୟ ସଭାପତିଙ୍କ ଘୋଷଣା ପୂର୍ବରୁ ଜିଲ୍ଲା ସଭାପତିଙ୍କ ଘୋଷଣାକୁ ନେଇ ଉଠିଲା ପ୍ରଶ୍ନ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Announcement of shreemayee mishra MP candidate in Bhubaneswar Parliamentary Constituency ​ | Argus News