Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ

Swayangprajna Mishra
Browse all articles by Swayangprajna Mishra
·2 years ago
ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ

ଅର୍ଗସ ବ୍ୟୁରୋ : ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ। ଆସନ୍ତାକାଲି ଦକ୍ଷିଣ ଆଣ୍ଡାମାନ ଓ ତାର ପାଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବାର ସମ୍ଭାବନା। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ୨୭ ତାରିଖ ବେଳକୁ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

ଅଧିକ ପଢନ୍ତୁ ପାଣିପାଗ ଖବର

ପରବର୍ତ୍ତୀ ସମୟରେ ଅର୍ଥାତ ୨୯ ତାରିଖ ବେଳକୁ ଲଘୁଚାପଟି ଅବପାତରେ ପରିଣତ ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଅବପାତରେ ପରିଣତ ହେବାପରେ ଓଡ଼ିଶାରେ ଏହାର କଣ ପ୍ରଭାବ ପଡ଼ିବ ସେନେଇ ସ୍ପଷ୍ଟ ହୋଇପାରିବ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Another cyclone in the Bay of Bengal | Argus News